Numbers 31:50 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ପ୍ରେତ୍ୟକକ ସୈନ୍ଯଙ୍କଠାରୁ ସଦାପ୍ରଭୁଙ୍କ ପାଇଁ ଉପହାର ସ୍ବରୂପ ସୁବର୍ଣ୍ଣ କଙ୍କଣ, ବଳା, ଅଙ୍ଗୁରୀଯ, କୁଣ୍ତଳ ଓ ହାରସବୁ ଆଣିଅଛୁ। ଏହି ସବୁ ସଦାପ୍ରଭୁଙ୍କୁ ଆମ୍ଭମାନଙ୍କର ପ୍ରାଯଶ୍ଚିତ ପାଇଁ ଉତ୍ସର୍ଗ କରୁଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଆମ୍ଭେମାନେ ପ୍ରତି ଜଣ ସ୍ଵର୍ଣ୍ଣ-ଅଳଙ୍କାର, ନୂପୁର ଓ ବଳା, ଅଙ୍ଗୁରୀୟକ, କୁଣ୍ତଳ ଓ ହାର, ଏହି ଯେସବୁ ପାଇଅଛୁ, ତହିଁରୁ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ଉପହାର ଆଣିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ପ୍ରତ୍ୟେକ ସୈନ୍ୟଙ୍କଠାରୁ ସଦାପ୍ରଭୁଙ୍କ ପାଇଁ ଉପହାର ସ୍ୱରୂପ ସୁବର୍ଣ୍ଣ କଙ୍କଣ, ବଳା, ଅଙ୍ଗୁରୀୟ, କୁଣ୍ତଳ ଓ ହାରସବୁ ଆଣିଅଛୁ। ଏହିସବୁ ସଦାପ୍ରଭୁଙ୍କୁ ଆମ୍ଭମାନଙ୍କର ପ୍ରାୟଶ୍ଚିତ ପାଇଁ ଉତ୍ସର୍ଗ କରୁଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଆମ୍ଭେମାନେ ପ୍ରତି ଜଣ ସ୍ୱର୍ଣ୍ଣ-ଅଳଙ୍କାର, ନୂପୁର ଓ ବଳା, ଅଙ୍ଗୁରୀୟକ, କୁଣ୍ଡଳ ଓ ହାର, ଏହି ଯେସବୁ ପାଇଅଛୁ, ତହିଁରୁ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ଉପହାର ଆଣିଅଛୁ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଆମ୍ଭେମାନେ ପ୍ରତି ଜଣ ସ୍ୱର୍ଣ୍ଣ-ଅଳଙ୍କାର, ନୂପୁର ଓ ବଳା, ଅଙ୍ଗୁରୀୟକ, କୁଣ୍ଡଳ ଓ ହାର, ଏହି ଯେସବୁ ପାଇଅଛୁ, ତହିଁରୁ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ଉପହାର ଆଣିଅଛୁ।”