Numbers 31:51 — Compare Translations
5 translations compared side by side
Odia - 1840
"ତହୁଁ ମାଶାେ ଓ ଯାଜକ ଇଲିଯାସର ସମାନଙ୍କେଠାରୁ ଏହି ସମସ୍ତ ସ୍ବର୍ଣ ଅଳଙ୍କାର ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ଓ ଇଲୀୟାସର ଯାଜକ ସେମାନଙ୍କଠାରୁ ସେହି ସ୍ଵର୍ଣ୍ଣ, ଅର୍ଥାତ୍, ଶିଳ୍ପିତ ଅଳଙ୍କାର ନେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ମୋଶା ଓ ଯାଜକ ଇଲିୟାସର ସେମାନଙ୍କଠାରୁ ଏହି ସମସ୍ତ ସ୍ୱର୍ଣ୍ଣ ଅଳଙ୍କାର ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ଓ ଇଲୀୟାସର ଯାଜକ ସେମାନଙ୍କଠାରୁ ସେହି ସ୍ୱର୍ଣ୍ଣ, ଅର୍ଥାତ୍, ଶିଳ୍ପିତ ଅଳଙ୍କାର ନେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ଓ ଇଲୀୟାସର ଯାଜକ ସେମାନଙ୍କଠାରୁ ସେହି ସ୍ୱର୍ଣ୍ଣ, ଅର୍ଥାତ୍, ଶିଳ୍ପିତ ଅଳଙ୍କାର ନେଲେ।