Numbers 31:52 — Compare Translations
5 translations compared side by side
Odia - 1840
"ସହସ୍ର ସୈନ୍ଯାଧିପତି ଓ ଶତ ସୈନ୍ଯାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଯେଉଁ ସ୍ବର୍ଣ ଅଳଙ୍କାର ସବୁ ଉପହାର ସ୍ବରୂପ ଉତ୍ସର୍ଗ କଲେ, ସେ ସମସ୍ତ ସ୍ବର୍ଣ ଉପହାର 420 ପାଉଣ୍ତ ଓଜନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସହସ୍ରପତି ଓ ଶତପତିମାନେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ସ୍ଵର୍ଣ୍ଣ ଉତ୍ସର୍ଗ କଲେ, ସେସମସ୍ତ ସ୍ଵର୍ଣ୍ଣ ଷୋଳ ହଜାର ସାତ ଶହ ପଚାଶ ଶେକଲ ପରିମିତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସହସ୍ର ସୈନ୍ୟାଧିପତି ଓ ଶତ ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ସ୍ୱର୍ଣ୍ଣ ଅଳଙ୍କାର ସବୁ ଉପହାର ସ୍ୱରୂପ ଉତ୍ସର୍ଗ କଲେ, ସେ ସମସ୍ତ ସ୍ୱର୍ଣ୍ଣ ଉପହାର 420 ପାଉଣ୍ତ ଓଜନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସହସ୍ରପତି ଓ ଶତପତିମାନେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ସ୍ୱର୍ଣ୍ଣ ଉତ୍ସର୍ଗ କଲେ, ସେସମସ୍ତ ସ୍ୱର୍ଣ୍ଣ ଷୋହଳ ହଜାର ସାତ ଶହ ପଚାଶ ଶେକଲ ପରିମିତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସହସ୍ରପତି ଓ ଶତପତିମାନେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ସ୍ୱର୍ଣ୍ଣ ଉତ୍ସର୍ଗ କଲେ, ସେସମସ୍ତ ସ୍ୱର୍ଣ୍ଣ ଷୋହଳ ହଜାର ସାତ ଶହ ପଚାଶ ଶେକଲ ପରିମିତ ଥିଲା।