Numbers 31:53 — Compare Translations
5 translations compared side by side
Odia - 1840
"ପୁଣି ଯୋଦ୍ଧାମାନେ ନିଜ ନିଜ ପାଇଁ ଲୁଟିତ ଦ୍ରବ୍ଯର ଅବଶିଷ୍ଟ ଭାଗ ରଖି ନଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯୋଦ୍ଧାମାନେ ପ୍ରତ୍ୟେକେ ଆପଣା ଆପଣା ନିମନ୍ତେ ଲୁଟିତ ଦ୍ରବ୍ୟ ନେଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯୋଦ୍ଧାମାନେ ନିଜ ନିଜ ପାଇଁ ଲୁଟିତ ଦ୍ରବ୍ୟର ଅବଶିଷ୍ଟ ଭାଗ ରଖି ନେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯୋଦ୍ଧାମାନେ ପ୍ରତ୍ୟେକେ ଆପଣା ଆପଣା ନିମନ୍ତେ ଲୁଟିତ ଦ୍ରବ୍ୟ ନେଇଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯୋଦ୍ଧାମାନେ ପ୍ରତ୍ୟେକେ ଆପଣା ଆପଣା ନିମନ୍ତେ ଲୁଟିତ ଦ୍ରବ୍ୟ ନେଇଥିଲେ।