Numbers 31:54 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ ଓ ଇଲିଯାସର ଯାଜକ ସହସ୍ର ସୈନ୍ଯାଧିପତି ଓ ଶତ ସୈନ୍ଯାଧିପତିଙ୍କଠାରୁ ସହେି ସ୍ବର୍ଣ ଗ୍ରହଣ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖ ରେ ଇଶ୍ରାୟେଲ ସନ୍ତାନଗଣଙ୍କ ସ୍ମୃତି ଚିହ୍ନ ରୂପେ ସହେି ସମାଗମ ତମ୍ବୁ ରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୋଶା ଓ ଇଲୀୟାସର ଯାଜକ ସହସ୍ରପତି ଓ ଶତପତିମାନଙ୍କଠାରୁ ସେହି ସ୍ଵର୍ଣ୍ଣ ଗ୍ରହଣ କଲେ, ପୁଣି ସଦାପ୍ରଭୁଙ୍କ ସମ୍ମୁଖରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥକ ଚିହ୍ନ ରୂପେ ତାହା ସମାଗମ-ତମ୍ଵୁରେ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ଓ ଇଲିୟାସର ଯାଜକ ସହସ୍ର ସୈନ୍ୟାଧିପତି ଓ ଶତ ସୈନ୍ୟାଧିପତିଙ୍କଠାରୁ ସେହି ସ୍ୱର୍ଣ୍ଣ ଗ୍ରହଣ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ଇସ୍ରାଏଲ ସନ୍ତାନଗଣଙ୍କ ସ୍ମୃତି ଚିହ୍ନ ରୂପେ ସେହି ସମାଗମ-ତମ୍ବୁରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ମୋଶା, ଇଲୀୟାସର ଯାଜକ ସହସ୍ରପତି ଓ ଶତପତିମାନଙ୍କଠାରୁ ସେହି ସ୍ୱର୍ଣ୍ଣ ଗ୍ରହଣ କଲେ, ପୁଣି, ସଦାପ୍ରଭୁଙ୍କ ସମ୍ମୁଖରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥକ ଚିହ୍ନ ରୂପେ ତାହା ସମାଗମ-ତମ୍ବୁରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ମୋଶା, ଇଲୀୟାସର ଯାଜକ ସହସ୍ରପତି ଓ ଶତପତିମାନଙ୍କଠାରୁ ସେହି ସ୍ୱର୍ଣ୍ଣ ଗ୍ରହଣ କଲେ, ପୁଣି, ସଦାପ୍ରଭୁଙ୍କ ସମ୍ମୁଖରେ ଇସ୍ରାଏଲ ସନ୍ତାନଗଣର ସ୍ମରଣାର୍ଥକ ଚିହ୍ନ ରୂପେ ତାହା ସମାଗମ-ତମ୍ବୁରେ ରଖିଲେ।