Numbers 31:6 — Compare Translations
5 translations compared side by side
Odia - 1840
"ମାଶାେ ସହେି 12,000 ଲୋକଙ୍କୁ, ୟୁଦ୍ଧ ଭୂମିକୁ ପଠାଇଲେ। ପୁଣି ଯାଜକ ଇଲିଯାସରର ପୁତ୍ର ପୀନ୍ହସର ହସ୍ତ ରେ ପବିତ୍ର ପାତ୍ର ଓ ରଣତୂରୀ ଦଇେ ତାହାକୁ ସମାନଙ୍କେ ସଙ୍ଗେ ୟୁଦ୍ଧ କ୍ଷେତ୍ରକୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୋଶା ଏକ ଏକ ବଂଶରୁ ଏକ ଏକ ସହସ୍ର ଲୋକଙ୍କୁ ଯୁଦ୍ଧକୁ ପଠାଇଲେ ଓ ଇଲୀୟାସର ଯାଜକର ପୁତ୍ର ପୀନହସର ହସ୍ତରେ ପବିତ୍ର ସ୍ଥାନର ପାତ୍ର ଓ ରଣତୂରୀ ଦେଇ ତାହାକୁ ସେମାନଙ୍କ ସଙ୍ଗେ ଯୁଦ୍ଧକୁ ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ସେହି 12,000 ଲୋକଙ୍କୁ, ଯୁଦ୍ଧ ଭୂମିକୁ ପଠାଇଲେ। ପୁଣି ଯାଜକ ଇଲିୟାସରର ପୁତ୍ର ପୀନ୍ହସର ହସ୍ତରେ ପବିତ୍ର ପାତ୍ର ଓ ରଣତୂରୀ ଦେଇ ତାହାକୁ ସେମାନଙ୍କ ସଙ୍ଗେ ଯୁଦ୍ଧ କ୍ଷେତ୍ରକୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋଶା ଏକ ଏକ ବଂଶରୁ ଏକ ଏକ ସହସ୍ର ଲୋକଙ୍କୁ ଯୁଦ୍ଧକୁ ପଠାଇଲେ ଓ ଇଲୀୟାସର ଯାଜକର ପୁତ୍ର ପୀନହସ୍ର ହସ୍ତରେ ପବିତ୍ର ସ୍ଥାନର ପାତ୍ର ଓ ରଣତୂରୀ ଦେଇ ତାହାକୁ ସେମାନଙ୍କ ସଙ୍ଗେ ଯୁଦ୍ଧକୁ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋଶା ଏକ ଏକ ବଂଶରୁ ଏକ ଏକ ସହସ୍ର ଲୋକଙ୍କୁ ଯୁଦ୍ଧକୁ ପଠାଇଲେ ଓ ଇଲୀୟାସର ଯାଜକର ପୁତ୍ର ପୀନହସ୍ର ହସ୍ତରେ ପବିତ୍ର ସ୍ଥାନର ପାତ୍ର ଓ ରଣତୂରୀ ଦେଇ ତାହାକୁ ସେମାନଙ୍କ ସଙ୍ଗେ ଯୁଦ୍ଧକୁ ପଠାଇଲେ।