Numbers 31:7 — Compare Translations

5 translations compared side by side

Odia - 1840
"ତହୁଁ ସମାନେେ ମାଶାେ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମିଦିଯନୀଯମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କଲେ, ପୁଣି ସମାନେେ ପ୍ରେତ୍ୟକକ ପୁରୁଷଙ୍କୁ ବଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି ସେମାନେ ପ୍ରତ୍ୟେକ ପୁରୁଷକୁ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସେମାନେ ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମିଦିୟନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ, ପୁଣି ସେମାନେ ପ୍ରତ୍ୟେକ ପୁରୁଷଙ୍କୁ ବଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ସେମାନେ ପ୍ରତ୍ୟେକ ପୁରୁଷକୁ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ସେମାନେ ପ୍ରତ୍ୟେକ ପୁରୁଷକୁ ବଧ କଲେ।