Numbers 31:8 — Compare Translations
5 translations compared side by side
Odia - 1840
"ସମାନେେ ଇବି, ରକେମ୍, ସୂର, ହୂର ଓ ରବୋ ଏହି ପାଞ୍ଚଜଣ ମିଦାଯନୀଯ ରାଜାଙ୍କୁ ହତ୍ଯା କଲେ। ଆଉ ମଧ୍ଯ ବିଯୋରର ପୁତ୍ର ବିଲିଯମକୁ ମଧ୍ଯ ସମାନେେ ଖଡ୍ଗ ରେ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଅନ୍ୟାନ୍ୟ ହତ ଲୋକଙ୍କ ସହିତ ସେମାନେ ମିଦୀୟନୀୟ ରାଜାମାନଙ୍କୁ, ଅର୍ଥାତ୍ ଇବି ଓ ରେକମ୍ ଓ ସୂର ଓ ହୂର ଓ ରେବା, ଏହି ମିଦୀୟନୀୟ ପାଞ୍ଚ ରାଜାଙ୍କୁ ବଧ କଲେ; ବିୟୋରର ପୁତ୍ର ବିଲୀୟମକୁ ମଧ୍ୟ ସେମାନେ ଖଡ଼୍ଟରେ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଇବି, ରେକମ୍, ସୂର, ହୂର ଓ ରେବା ଏହି ପାଞ୍ଚ ଜଣ ମିଦିୟନୀୟ ରାଜାଙ୍କୁ ହତ୍ୟା କଲେ। ଆଉ ମଧ୍ୟ ବିୟୋରର ପୁତ୍ର ବିଲିୟମକୁ ମଧ୍ୟ ସେମାନେ ଖଡ଼୍ଗରେ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଅନ୍ୟାନ୍ୟ ହତ ଲୋକଙ୍କ ସହିତ ସେମାନେ ମିଦୀୟନୀୟ ରାଜାମାନଙ୍କୁ, ଅର୍ଥାତ୍ ଇବି, ରେକମ୍, ସୂର୍, ହୂର ଓ ରେବା, ଏହି ମିଦୀୟନୀୟ ପାଞ୍ଚ ରାଜାଙ୍କୁ ବଧ କଲେ; ବିୟୋରର ପୁତ୍ର ବିଲୀୟମ୍କୁ ମଧ୍ୟ ସେମାନେ ଖଡ୍ଗରେ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଅନ୍ୟାନ୍ୟ ହତ ଲୋକଙ୍କ ସହିତ ସେମାନେ ମିଦୀୟନୀୟ ରାଜାମାନଙ୍କୁ, ଅର୍ଥାତ୍ ଇବି, ରେକମ୍, ସୂର୍, ହୂର ଓ ରେବା, ଏହି ମିଦୀୟନୀୟ ପାଞ୍ଚ ରାଜାଙ୍କୁ ବଧ କଲେ; ବିୟୋରର ପୁତ୍ର ବିଲୀୟମ୍କୁ ମଧ୍ୟ ସେମାନେ ଖଡ୍ଗରେ ବଧ କଲେ।