Numbers 31:9 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଲୋକମାନେ ମିଦିଯନର ସ୍ତ୍ରୀ ଲୋକମାନଙ୍କୁ ଓ ପିଲାମାନଙ୍କୁ ଅକ୍ତିଆର କଲେ। ଆଉ ସମାନେେ ସମାନଙ୍କେର ସମସ୍ତ ପଶୁ ଓ ସମସ୍ତ ମଷେପଲ ସହିତ ସମସ୍ତ ସମ୍ପତ୍ତି ଲୁଟିକରି ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଇସ୍ରାଏଲ-ସନ୍ତାନଗଣ ମିଦୀୟନର ସ୍ତ୍ରୀଲୋକ-ମାନଙ୍କୁ ଓ ସେମାନଙ୍କ ପିଲାମାନଙ୍କୁ ବନ୍ଦୀ କରି ନେଲେ; ଆଉ ସେମାନଙ୍କର ସମସ୍ତ ପଶୁ ଓ ସମସ୍ତ ମେଷପଲ ଓ ସମସ୍ତ ସମ୍ପତ୍ତି ଲୁଟି କରି ନେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ମିଦିୟନର ସ୍ତ୍ରୀ ଲୋକମାନଙ୍କୁ ଓ ପିଲାମାନଙ୍କୁ ଅକ୍ତିଆର କଲେ। ଆଉ ସେମାନେ ସେମାନଙ୍କର ସମସ୍ତ ପଶୁ ଓ ସମସ୍ତ ମେଷପଲ ସହିତ ସମସ୍ତ ସମ୍ପତ୍ତି ଲୁଟିକରି ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଇସ୍ରାଏଲ-ସନ୍ତାନଗଣ ମିଦୀୟନର ସ୍ତ୍ରୀଲୋକମାନଙ୍କୁ ଓ ସେମାନଙ୍କ ପିଲାମାନଙ୍କୁ ବନ୍ଦୀ କରି ନେଲେ; ଆଉ ସେମାନଙ୍କର ସମସ୍ତ ପଶୁ, ସମସ୍ତ ମେଷପଲ ଓ ସମସ୍ତ ସମ୍ପତ୍ତି ଲୁଟି କରି ନେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଇସ୍ରାଏଲ ସନ୍ତାନଗଣ ମିଦୀୟନର ସ୍ତ୍ରୀଲୋକମାନଙ୍କୁ ଓ ସେମାନଙ୍କ ପିଲାମାନଙ୍କୁ ବନ୍ଦୀ କରି ନେଲେ; ଆଉ ସେମାନଙ୍କର ସମସ୍ତ ପଶୁ, ସମସ୍ତ ମେଷପଲ ଓ ସମସ୍ତ ସମ୍ପତ୍ତି ଲୁଟି କରି ନେଲେ।