Numbers 32:1 — Compare Translations
5 translations compared side by side
Odia - 1840
"ରୁବନେ ସନ୍ତାନଗଣର ଓ ଗାଦ-ସନ୍ତାନଗଣର ଅନକେ ପଶୁ ପଲ ଥିଲା। ଏଣୁ ସମାନେେ ୟା ସରେ ଓ ଗିଲିଯଦ ଦେଶଗୁଡିକୁ ଦେଖିଲେ, ସେ ସ୍ଥାନଗୁଡିକ ପଶୁପଲ ପାଇଁ ଉପୟୁକ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରୁବେନ-ସନ୍ତାନଗଣର ଓ ଗାଦ-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେ, ଦେଖ, ସେ ସ୍ଥାନ ପଶୁପଲ ନିମନ୍ତେ ସ୍ଥାନ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ଯର୍ଦ୍ଦନ ନଦୀର ପୂର୍ବସ୍ଥ ବିଭିନ୍ନ ବଂଶ ରୁବେନ୍ ସନ୍ତାନଗଣର ଓ ଗାଦ୍-ସନ୍ତାନଗଣର ଅନେକ ପଶୁ ପଲ ଥିଲା। ଏଣୁ ସେମାନେ ଯାସେର ଓ ଗିଲିୟଦ ଦେଶଗୁଡ଼ିକୁ ଦେଖିଲେ, ସେ ସ୍ଥାନଗୁଡ଼ିକ ପଶୁପଲ ପାଇଁ ଉପଯୁକ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରୁବେନ୍-ସନ୍ତାନଗଣର ଓ ଗାଦ୍-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେଉଁ ସ୍ଥାନ ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ରୁବେନ୍-ସନ୍ତାନଗଣର ଓ ଗାଦ୍-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେଉଁ ସ୍ଥାନ ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଥିଲା।