Numbers 32:10 — Compare Translations
5 translations compared side by side
Odia - 1840
"ଏଣୁ ସହେିଦିନ ସଦାପ୍ରଭୁଙ୍କର କୋରଧ ପ୍ରଜ୍ବଳିତ ହେଲା ଏବଂ ସେ ପ୍ରତିଜ୍ଞା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସେହି ଦିନ ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ଵଳିତ ହେଲା, ପୁଣି ସେ ଶପଥ କରି ଏହି କଥା କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସେହି ଦିନ ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା ଏବଂ ସେ ପ୍ରତିଜ୍ଞା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ସେହି ଦିନ ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସେ ଶପଥ କରି ଏହି କଥା କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ସେହି ଦିନ ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସେ ଶପଥ କରି ଏହି କଥା କହିଲେ,