Numbers 32:11 — Compare Translations

5 translations compared side by side

Odia - 1840
"'ମୁଁ ସଦାପ୍ରଭୁ ଅବ୍ରହାମକୁ ଓ ଇସ୍ହାକକୁ ଓ ଯାକୁବକୁ ଯେଉଁ ଦେଶ ଦବୋକୁ ପ୍ରତିଜ୍ଞା କରିଅଛି, ମିଶରରୁ ଆଗତ ଲୋକମାନଙ୍କ ମଧ୍ଯରୁ କୋଡିଏ ବର୍ଷ ଓ ତତ୍ତୋଧିକ ବର୍ଷ ବଯସ୍କ କହେି ସହେି ଦେଶ ଦେଖି ପାରିବେ ନାହିଁ, କାରଣ ସମାନେେ ମାେତେ ଅନୁସରଣ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଅବ୍ରହାମକୁ ଓ ଇସହାକ୍କୁ ଓ ଯାକୁବକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛୁ, ମିସରରୁ ଆଗତ ଲୋକମାନଙ୍କ ମଧ୍ୟରୁ କୋଡ଼ିଏ ବର୍ଷ ଓ ତତୋଧିକ ବର୍ଷ ବୟସ୍କ କେହି ସେହି ଦେଶ ଦେଖି ପାରିବ ନାହିଁ, ଏହା ନିଶ୍ଚିତ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇ ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
‘ମୁଁ ସଦାପ୍ରଭୁ ଅବ୍ରହାମକୁ ଓ ଇ‌ସ୍‌ହାକକୁ ଓ ଯାକୁବକୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଅଛି, ମିଶରରୁ ଆଗତ ଲୋକମାନଙ୍କ ମଧ୍ୟରୁ କୋଡ଼ିଏ ବର୍ଷ ଓ ତତ୍ତୋଧିକ ବର୍ଷ ବୟସ୍କ କେହି ସେହି ଦେଶ ଦେଖି ପାରିବେ ନାହିଁ, କାରଣ ସେମାନେ ମୋତେ ଅନୁସରଣ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ଆମ୍ଭେ ଅବ୍ରହାମଙ୍କୁ, ଇସ୍‌ହାକକୁ ଓ ଯାକୁବକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛୁ, ମିସରରୁ ଆଗତ ଲୋକମାନଙ୍କ ମଧ୍ୟରୁ କୋଡ଼ିଏ ବର୍ଷ ଓ ତତୋଧିକ ବର୍ଷ ବୟସ୍କ କେହି ସେହି ଦେଶ ଦେଖି ପାରିବ ନାହିଁ, ଏହା ନିଶ୍ଚିତ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇ ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
“ଆମ୍ଭେ ଅବ୍ରହାମକୁ, ଇସ୍‍ହାକକୁ ଓ ଯାକୁବକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛୁ, ମିସରରୁ ଆଗତ ଲୋକମାନଙ୍କ ମଧ୍ୟରୁ କୋଡ଼ିଏ ବର୍ଷ ଓ ତତୋଧିକ ବର୍ଷ ବୟସ୍କ କେହି ସେହି ଦେଶ ଦେଖି ପାରିବ ନାହିଁ, ଏହା ନିଶ୍ଚିତ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇ ନାହାନ୍ତି।”