Numbers 32:12 — Compare Translations

5 translations compared side by side

Odia - 1840
"କବଳେ କନିସୀଯ ୟିଫୁନ୍ନିର ପୁତ୍ର କାଲେବ୍ ଓ ନୂନର ପୁତ୍ର ଯିହାଶୂେୟ ସହେି ଭୂମି ଦେଖିବେ; କାରଣ ସମାନେେ ସଦାପ୍ରଭୁଙ୍କର ପ୍ରକୃତ ଅନୁସରଣକାରୀ ଅଟନ୍ତି!'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ତାହା ଦେଖିବେ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ଅନୁଗତ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ କନିସୀୟ ଯିଫୁନ୍ନିର ପୁତ୍ର କାଲେବ୍ ଓ ନୂନର ପୁତ୍ର ଯିହୋଶୂୟ ସେହି ଭୂମି ଦେଖିବେ; କାରଣ ସେମାନେ ସଦାପ୍ରଭୁଙ୍କର ପ୍ରକୃତ ଅନୁସରଣକାରୀ ଅଟନ୍ତି!’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ତାହା ଦେଖିବେ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ଅନୁଗତ ହୋଇଅଛନ୍ତି।’
Odia IRV 2017 (ଓଡିଆ ବାଇବେଲ)
କେବଳ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ତାହା ଦେଖିବେ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ଅନୁଗତ ହୋଇଅଛନ୍ତି।