Numbers 32:13 — Compare Translations

5 translations compared side by side

Odia - 1840
"ଏହିରୂପେ ଇଶ୍ରାୟେଲର ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କର କୋରଧ କଲେ, ସେ ସମସ୍ତ ଦୁଷ୍ଟ ପୀଢି ନମଲା ପର୍ୟ୍ଯନ୍ତ, ସେ ସମସ୍ତଙ୍କୁ ଚାଳିଶ ବର୍ଷୟାଏ ମରୁଭୂମିରେ ଭ୍ରମଣ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ଵଳିତ ହେଲା, ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମକାରୀ ସମସ୍ତ ବଂଶର ନିଃଶେଷ ନ ହେବା ପର୍ଯ୍ୟନ୍ତ ସେ ସେମାନଙ୍କୁ ଚାଳିଶ ବର୍ଷଯାଏ ପ୍ରାନ୍ତରରେ ଭ୍ରମଣ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହିରୂପେ ଇସ୍ରାଏଲର ଲୋକମାନଙ୍କ ଉପରେ ସଦାପ୍ରଭୁ କ୍ରୋଧ କଲେ, ସେ ସମସ୍ତ ଦୁଷ୍ଟ ପିଢ଼ି ନ ମଲା ପର୍ଯ୍ୟନ୍ତ, ସେ ସମସ୍ତଙ୍କୁ ଗ୍ଭଳିଶ୍ ବର୍ଷଯାଏ ମରୁଭୂମିରେ ଭ୍ରମଣ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମକାରୀ ସମସ୍ତ ବଂଶର ନିଃଶେଷ ନ ହେବା ପର୍ଯ୍ୟନ୍ତ ସେ ସେମାନଙ୍କୁ ଚାଳିଶ ବର୍ଷ ପର୍ଯ୍ୟନ୍ତ ଏ ପ୍ରାନ୍ତରରେ ଭ୍ରମଣ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମକାରୀ ସମସ୍ତ ବଂଶର ନିଃଶେଷ ନ ହେବା ପର୍ଯ୍ୟନ୍ତ ସେ ସେମାନଙ୍କୁ ଚାଳିଶ ବର୍ଷ ପର୍ଯ୍ୟନ୍ତ ଏ ପ୍ରାନ୍ତରରେ ଭ୍ରମଣ କରାଇଲେ।