Numbers 32:14 — Compare Translations
5 translations compared side by side
Odia - 1840
"ଏଠାକୁ ଦେଖ, ତୁମ୍ଭମାନେେ ତୁମ୍ଭ ପିତୃଗଣଙ୍କ ପରି କାର୍ୟ୍ଯ କଲ, ତୁମ୍ଭମାନେେ ପାପିଷ୍ଠ ଲୋକମାନଙ୍କର ନୂତନ ପିଢି ସଦାପ୍ରଭୁଙ୍କୁ ଇଶ୍ରାୟେଲର ଲୋକମାନଙ୍କ ପ୍ରତି କୋର୍ଧିତ କରାଉଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ତ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଏଠାକୁ ଦେଖ, ତୁମ୍ଭେମାନେ ତୁମ୍ଭ ପିତୃଗଣଙ୍କ ପରି କାର୍ଯ୍ୟ କଲ, ତୁମ୍ଭେମାନେ ପାପିଷ୍ଠ ଲୋକମାନଙ୍କର ନୂତନ ପିଢ଼ି ସଦାପ୍ରଭୁଙ୍କୁ ଇସ୍ରାଏଲର ଲୋକମାନଙ୍କ ପ୍ରତି କ୍ରୋଧିତ କରାଉଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ।
Odia IRV 2017 (ଓଡିଆ ବାଇବେଲ)
ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ।