Numbers 32:15 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭମାନେେ ସଦାପ୍ରଭୁଙ୍କୁ ଅନୁସରଣ ନକର, ସେ ଇଶ୍ରାୟେଲକୁ ମରୁଭୂମିରେ ଛାଡି ଦବେେ। ଏହିପରି ତୁମ୍ଭେ ସମସ୍ତଙ୍କୁ ବିନଷ୍ଟ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେବେ ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କୁ ଅନୁସରଣ ନ କର, ସେ ଇସ୍ରାଏଲକୁ ମରୁଭୂମିରେ ଛାଡ଼ି ଦେବେ। ଏହିପରି ତୁମ୍ଭେ ସମସ୍ତଙ୍କୁ ବିନଷ୍ଟ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯଦି ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ।”
Odia IRV 2017 (ଓଡିଆ ବାଇବେଲ)
କାରଣ ଯଦି ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ।”