Numbers 32:16 — Compare Translations
5 translations compared side by side
Odia - 1840
"ମାତ୍ର ରୁବନରେ ଗୋଷ୍ଠୀ ଓ ଗାଦ ଗୋଷ୍ଠୀର ଲୋକମାନେ ମାଶାଙ୍କେୁ ଆସି କହିଲେ, ଆମ୍ଭମାନେେ ଏହି ସ୍ଥାନ ରେ ଆପଣା ଆପଣା ମଷେମାନଙ୍କ ନିମନ୍ତେ ମଷେଶାଳା ଓ ଆପଣା ଆପଣା ପାଲାମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେମାନେ ତାଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ପଶୁମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ବାଳକମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ରୁବେନ୍ର ଗୋଷ୍ଠୀ ଓ ଗାଦ୍ ଗୋଷ୍ଠୀର ଲୋକମାନେ ମୋଶାଙ୍କୁ ଆସି କହିଲେ, “ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ମେଷମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ପିଲାମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେମାନେ ତାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ପଶୁମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ବାଳକମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେମାନେ ତାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ପଶୁମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ବାଳକମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା।