Numbers 32:17 — Compare Translations

5 translations compared side by side

Odia - 1840
"ମାତ୍ର ଆମ୍ଭମାନଙ୍କର ବାଳକମାନେ ଦେଶବାସୀଙ୍କଠାରୁ ନିରାପଦ ରେ ରହିବା ପାଇଁ ପ୍ରାଚୀର ବେଷ୍ଟିତ ନଗର ରେ ବାସ କରିବେ, ଆଉ ଆମ୍ଭମାନେେ ଇଶ୍ରାୟେଲ ଲୋକମାନଙ୍କୁ ସମାନଙ୍କେ ସ୍ଥାନକୁ ନ ଆଣିବା ପର୍ୟ୍ଯନ୍ତ ସସଜ୍ଜ ହାଇେ ସମାନଙ୍କେ ଆଗେ ଆଗେ ଗମନ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ-ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀରବେଷ୍ଟିତ ନଗରରେ ବାସ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଆମ୍ଭମାନଙ୍କର ବାଳକମାନେ ଦେଶବାସୀଙ୍କଠାରୁ ନିରାପଦରେ ରହିବା ପାଇଁ ପ୍ରାଚୀର ବେଷ୍ଟିତ ନଗରରେ ବାସ କରିବେ, ଆଉ ଆମ୍ଭେମାନେ ଇସ୍ରାଏଲ ଲୋକମାନଙ୍କୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ-ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀର-ବେଷ୍ଟିତ ନଗରରେ ବାସ କରିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀରବେଷ୍ଟିତ ନଗରରେ ବାସ କରିବେ।