Numbers 32:18 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଲୋକମାନେ ପ୍ରେତ୍ୟକକ ସମାନଙ୍କେର ଭୂମି ନ ପାଇବା ପର୍ୟ୍ଯନ୍ତ, ଆମ୍ଭମାନେେ ଆମ୍ଭେ ନିଜ ଘରକୁ ଫରେିଯାଉ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ନ ପାଇବା ପର୍ଯ୍ୟନ୍ତ ଆମ୍ଭେମାନେ ଆପଣା ଆପଣା ଗୃହକୁ ଫେରି ଆସିବୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ପ୍ରତ୍ୟେକ ସେମାନଙ୍କର ଭୂମି ନ ପାଇବା ପର୍ଯ୍ୟନ୍ତ, ଆମ୍ଭେମାନେ ଆମ୍ଭେ ନିଜ ଘରକୁ ଫେରିଯାଉ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ-ସନ୍ତାନଗଣଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ନ ପାଇବା ପର୍ଯ୍ୟନ୍ତ ଆମ୍ଭେମାନେ ଆପଣା ଆପଣା ଗୃହକୁ ଫେରି ଆସିବୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ-ସନ୍ତାନଗଣଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ନ ପାଇବା ପର୍ଯ୍ୟନ୍ତ ଆମ୍ଭେମାନେ ଆପଣା ଆପଣା ଗୃହକୁ ଫେରି ଆସିବୁ ନାହିଁ।