Numbers 32:19 — Compare Translations

5 translations compared side by side

Odia - 1840
"ଆଉ ଆମ୍ଭମାନେେ ୟର୍ଦ୍ଦନର ଆର ପରି ରେ ଓ ତହିଁ ଆଗ ରେ ସମାନଙ୍କେ ସହିତ ଅଧିକାର ନବେୁ ନାହିଁ। କାରଣ ୟର୍ଦ୍ଧନ ଏହି ପାଶର୍‌ବ ରେ ଆମ୍ଭମାନଙ୍କ ଅଧିକାର ରହିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେମାନେ ଯର୍ଦ୍ଦନର ଆର ପାରିରେ ଓ ତହିଁ ଆଗରେ ସେମାନଙ୍କ ସହିତ ଅଧିକାର ଗ୍ରହଣ କରିବୁ ନାହିଁ; କାରଣ ଯର୍ଦ୍ଦନର ଏହି ପାରିରେ ଆମ୍ଭମାନଙ୍କ ଅଧିକାର ପଡ଼ିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆମ୍ଭେମାନେ ଯର୍ଦ୍ଦନର ଆର ପାରିରେ ଓ ତହିଁ ଆଗରେ ସେମାନଙ୍କ ସହିତ ଅଧିକାର ନେବୁ ନାହିଁ। କାରଣ ଯର୍ଦ୍ଦନ ଏହି ପାର୍ଶ୍ୱରେ ଆମ୍ଭମାନଙ୍କ ଅଧିକାର ରହିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେମାନେ ଯର୍ଦ୍ଦନର ଆରପାରିରେ ଓ ତହିଁ ଆଗରେ ସେମାନଙ୍କ ସହିତ ଅଧିକାର ଗ୍ରହଣ କରିବୁ ନାହିଁ; କାରଣ ଯର୍ଦ୍ଦନର ଏହି ପାରିରେ ଆମ୍ଭମାନଙ୍କ ଅଧିକାର ପଡ଼ିଅଛି।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେମାନେ ଯର୍ଦ୍ଦନର ଆର ପାରିରେ ଓ ତହିଁ ଆଗରେ ସେମାନଙ୍କ ସହିତ ଅଧିକାର ଗ୍ରହଣ କରିବୁ ନାହିଁ; କାରଣ ଯର୍ଦ୍ଦନର ଏହି ପାରିରେ ଆମ୍ଭମାନଙ୍କ ଅଧିକାର ପଡ଼ିଅଛି।”