Numbers 32:2 — Compare Translations

5 translations compared side by side

Odia - 1840
"ତେଣୁ ଗାଦର ସନ୍ତାନଗଣ ଓ ରୁବନରେ ସନ୍ତାନଗଣ ଆସି ମାଶାଙ୍କେୁ ଇଲିଯାସର ଯାଜକକୁ ଓ ମଣ୍ତଳୀର ଅଧ୍ଯକ୍ଷଗଣଙ୍କୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଗାଦର ସନ୍ତାନଗଣ ଓ ରୁବେନର ସନ୍ତାନଗଣ ଆସି ମୋଶାଙ୍କୁ ଓ ଇଲୀୟାସର ଯାଜକକୁ ଓ ମଣ୍ତଳୀର ଅଧ୍ୟକ୍ଷଗଣକୁ କହିଲେ;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଗା‌ଦ୍‌ର ସନ୍ତାନଗଣ ଓ ରୁବେ‌ନ୍‌ର ସନ୍ତାନଗଣ ଆସି ମୋଶାଙ୍କୁ ଇଲିୟାସର ଯାଜକକୁ ଓ ମଣ୍ତଳୀର ଅଧ୍ୟକ୍ଷଗଣଙ୍କୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଗାଦ୍‍ର ସନ୍ତାନଗଣ, ରୁବେନ୍‍ର ସନ୍ତାନଗଣ ଆସି ମୋଶାଙ୍କୁ, ଇଲୀୟାସର ଯାଜକକୁ ଓ ମଣ୍ଡଳୀର ଅଧ୍ୟକ୍ଷଗଣକୁ କହିଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଗାଦ୍‍ର ସନ୍ତାନଗଣ, ରୁବେନ୍‍ର ସନ୍ତାନଗଣ ଆସି ମୋଶାଙ୍କୁ, ଇଲୀୟାସର ଯାଜକକୁ ଓ ମଣ୍ଡଳୀର ଅଧ୍ୟକ୍ଷଗଣକୁ କହିଲେ;