Numbers 32:20 — Compare Translations
5 translations compared side by side
Odia - 1840
"ତେଣୁ ମାଶାେ ସମାନଙ୍କେୁ କହିଲେ, ତୁମ୍ଭମାନେେ ଯବେେ ଏହିସବୁ କରିବ, ତବେେ ଏହି ଭୂମି ତୁମ୍ଭର ଅଧିକୃତ ହବେ। କିନ୍ତୁ ତୁମ୍ଭର ସୈନ୍ଯମାନେ ସସଜ୍ଜ ହାଇେ ସଦାପ୍ରଭୁଙ୍କ ସମ୍ମୁଖ ରେ ୟୁଦ୍ଧ କରିବାକୁ ଆଗଇେ ଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ମୋଶା ସେମାନଙ୍କୁ କହିଲେ, ତୁମ୍ଭେମାନେ ଯେବେ ଏହି କର୍ମ କର, ଯେବେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଗମନ କର,
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯେବେ ଏହିସବୁ କରିବ, ତେବେ ଏହି ଭୂମି ତୁମ୍ଭର ଅଧିକୃତ ହେବ। କିନ୍ତୁ ତୁମ୍ଭର ସୈନ୍ୟମାନେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଆଗେଇ ଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯଦି ଏହି କର୍ମ କର, ଯଦି ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଗମନ କର,
Odia IRV 2017 (ଓଡିଆ ବାଇବେଲ)
ଏଥିରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯଦି ଏହି କର୍ମ କର, ଯଦି ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଗମନ କର,