Numbers 32:21 — Compare Translations
5 translations compared side by side
Odia - 1840
"ତୁମ୍ଭର ସୈନ୍ଯମାନେ ୟର୍ଦ୍ଦନ ଅତିକ୍ରମ କରି ଶତୃମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବେ, ଯେପର୍ୟ୍ଯନ୍ତ ସଦାପ୍ରଭୁ ତାଙ୍କର ଶତୃଗଣଙ୍କୁ ସହେି ଭୂମିରୁ ତଡି ଦଇେ ନାହାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଯେପର୍ଯ୍ୟନ୍ତ ଆପଣା ଶତ୍ରୁଗଣକୁ ଆପଣା ଆଗରୁ ତଡ଼ି ନ ଦିଅନ୍ତି
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ସୈନ୍ୟମାନେ ଯର୍ଦ୍ଦନ ଅତିକ୍ରମ କରି ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ, ଯେପର୍ଯ୍ୟନ୍ତ ସଦାପ୍ରଭୁ ତାଙ୍କର ଶତ୍ରୁଗଣଙ୍କୁ ସେହି ଭୂମିରୁ ତଡ଼ି ଦେଇ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ଯେପର୍ଯ୍ୟନ୍ତ ଆପଣା ଶତ୍ରୁଗଣକୁ ଆପଣା ଆଗରୁ ତଡ଼ି ନ ଦିଅନ୍ତି
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ଯେପର୍ଯ୍ୟନ୍ତ ଆପଣା ଶତ୍ରୁଗଣକୁ ଆପଣା ଆଗରୁ ତଡ଼ି ନ ଦିଅନ୍ତି