Numbers 32:22 — Compare Translations

5 translations compared side by side

Odia - 1840
"ଯେତବେେଳେ ସହେି ଦେଶ ଅକ୍ତିଆର ହୁଏ, ତା'ହାଲେ ତୁମ୍ଭମାନେେ ଗୃହକୁ ଫରେି ପାରିବ। ତା ହେଲେ ତୁମ୍ଭମାନେେ ସଦାପ୍ରଭୁ ଓ ଇଶ୍ରାୟେଲଙ୍କଠା ରେ ନିରପରାଧି ହବେ। ଆଉ ସହେି ଦେଶକୁ ସଦାପ୍ରଭୁଙ୍କ ସମ୍ମୁଖ ରେ ତୁମ୍ଭମାନେେ ଅଧିକାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଦେଶ ସଦାପ୍ରଭୁଙ୍କ ଆଗରେ ବଶୀଭୂତ ନ ହୁଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କର ପ୍ରତ୍ୟେକ ସସଜ୍ଜ ଲୋକ ଯେବେ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୁଅ; ତେବେ ତହିଁ ଉତ୍ତାରେ ତୁମ୍ଭେମାନେ ଫେରି ଆସିଲେ, ସଦାପ୍ରଭୁଙ୍କ ନିକଟରେ ଓ ଇସ୍ରାଏଲ ନିକଟରେ ନିର୍ଦ୍ଦୋଷ ହେବ; ଆଉ ସେହି ଦେଶ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ଅଧିକାର ହେବକ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେହି ଦେଶ ଅକ୍ତିଆର ହୁଏ, ତା’ହାଲେ ତୁମ୍ଭେମାନେ ଗୃହକୁ ଫେରି ପାରିବ। ତାହାହେଲେ ତୁମ୍ଭେମାନେ ସଦାପ୍ରଭୁ ଓ ଇସ୍ରାଏଲଙ୍କଠାରେ ନିରପରାଧୀ ହେବ। ଆଉ ସେହି ଦେଶକୁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭେମାନେ ଅଧିକାର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ଦେଶ ସଦାପ୍ରଭୁଙ୍କ ଆଗରେ ବଶୀଭୂତ ନ ହୁଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କର ପ୍ରତ୍ୟେକ ସସଜ୍ଜ ଲୋକ ଯଦି ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୁଅ; ତେବେ ତହିଁ ଉତ୍ତାରେ ତୁମ୍ଭେମାନେ ଫେରି ଆସିଲେ, ସଦାପ୍ରଭୁଙ୍କ ନିକଟରେ ଓ ଇସ୍ରାଏଲ ନିକଟରେ ନିର୍ଦ୍ଦୋଷ ହେବ; ଆଉ ସେହି ଦେଶ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ଅଧିକାର ହେବ।
Odia IRV 2017 (ଓଡିଆ ବାଇବେଲ)