Numbers 32:23 — Compare Translations
5 translations compared side by side
Odia - 1840
"ମାତ୍ର ତୁମ୍ଭମାନେେ ଯବେେ ତାହା ନକର, ତବେେ ତୁମ୍ଭମାନେେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରୁଥିବ। ଆଉ ଏହା ନିଶ୍ଚିତ ଯେ, ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନେେ ଦଣ୍ତିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ ଯେବେ ସେରୂପ ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତୁମ୍ଭେମାନେ ଯେବେ ତାହା ନ କର, ତେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରୁଥିବ। ଆଉ ଏହା ନିଶ୍ଚିତ ଯେ, ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭେମାନେ ଦଣ୍ତିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।