Numbers 32:24 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ନିଜ ନିଜ ପିଲାମାନଙ୍କ ପାଇଁ ନଗର ଓ ମଷେମାନଙ୍କ ପାଇଁ ମଷେଶାଳା ନିର୍ମାଣ କର, ଆଉ ନିଜ ନିଜ ପ୍ରତିଜ୍ଞା ଅନୁସାରେ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ନିଜ ନିଜ ପିଲାମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ମେଷଶାଳା ନିର୍ମାଣ କର, ଆଉ ନିଜ ନିଜ ପ୍ରତିଜ୍ଞା ଅନୁସାରେ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର।”