Numbers 32:25 — Compare Translations
5 translations compared side by side
Odia - 1840
"ତା'ପରେ ଗାଦ ସନ୍ତାନଗଣ ଓ ରୁବନେ ସନ୍ତାନଗଣ ମାଶାଙ୍କେୁ କହିଲେ, ଆମ୍ଭମାନେେ ତୁମ୍ଭର ଦାସ ଓ ତୁମ୍ଭେ ଆମ୍ଭର ମୂନିବ। ତୁମ୍ଭର ଆଜ୍ଞା ଅନୁସାରେ ଆମ୍ଭମାନେେ କର୍ମ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଗାଦ-ସନ୍ତାନଗଣ ଓ ରୁବେନ-ସନ୍ତାନଗଣ ମୋଶାଙ୍କୁ କହିଲେ, ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଗାଦ୍ ସନ୍ତାନଗଣ ଓ ରୁବେନ୍ ସନ୍ତାନଗଣ ମୋଶାଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭର ଦାସ ଓ ତୁମ୍ଭେ ଆମ୍ଭର ମୁନିବ। ତୁମ୍ଭର ଆଜ୍ଞା ଅନୁସାରେ ଆମ୍ଭେମାନେ କର୍ମ କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଗାଦ୍-ସନ୍ତାନଗଣ ଓ ରୁବେନ୍-ସନ୍ତାନଗଣ ମୋଶାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ।
Odia IRV 2017 (ଓଡିଆ ବାଇବେଲ)
ତେବେ ଗାଦ୍-ସନ୍ତାନଗଣ ଓ ରୁବେନ୍-ସନ୍ତାନଗଣ ମୋଶାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ।