Numbers 32:26 — Compare Translations
5 translations compared side by side
Odia - 1840
"ଆମ୍ଭମାନଙ୍କର ସ୍ତ୍ରୀ, ପାଲାମାନେ ଓ ପଶୁସକଳ ଗିଲିଯଦର ନଗରମାନଙ୍କ ରେ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭମାନଙ୍କର ସ୍ତ୍ରୀ, ପିଲାମାନେ ଓ ପଶୁସକଳ ଗିଲିୟଦର ନଗରମାନଙ୍କରେ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ।