Numbers 32:27 — Compare Translations

5 translations compared side by side

Odia - 1840
"ମାତ୍ର ଆମ୍ଭମାନଙ୍କ ସୈନ୍ଯମାନେ ସଦାପ୍ରଭୁଙ୍କ ଆଗ ରେ ୟର୍ଦ୍ଦନ ନଦୀ ପାର ହାଇେ ୟୁଦ୍ଧ କରିବାକୁ ଯିବେ, ଠିକ୍ ଯେପରି ମୂନିବ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ଯୁଦ୍ଧ କରିବାକୁ ପାର ହୋଇଯିବେ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଆମ୍ଭମାନଙ୍କ ସୈନ୍ୟମାନେ ସଦାପ୍ରଭୁଙ୍କ ଆଗରେ ଯର୍ଦ୍ଦନ ନଦୀ ପାର ହୋଇ ଯୁଦ୍ଧ କରିବାକୁ ଯିବେ, ଠିକ୍ ଯେପରି ମୁନିବ କହନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ଆଗରେ ଯୁଦ୍ଧ କରିବାକୁ ପାର ହୋଇଯିବେ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ଆଗରେ ଯୁଦ୍ଧ କରିବାକୁ ପାର ହୋଇଯିବେ।”