Numbers 32:28 — Compare Translations

5 translations compared side by side

Odia - 1840
"ତହୁଁ ମାଶାେ ସମାନଙ୍କେ ବିଷଯ ରେ ଇଲିଯାସର ଯାଜକକୁ, ନୂନର ପୁତ୍ର ଯିହାଶୂେୟଙ୍କୁ ଓ ଇଶ୍ରାୟେଲ ସନ୍ତାନଗଣର ବଂଶୀଯ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ସେମାନଙ୍କ ବିଷୟରେ ଇଲୀୟାସର ଯାଜକକୁ ଓ ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ-ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ମୋଶା ସେମାନଙ୍କ ବିଷୟରେ ଇଲିୟାସର ଯାଜକକୁ, ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ସେମାନଙ୍କ ବିଷୟରେ ଇଲୀୟାସର ଯାଜକକୁ, ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ-ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ସେମାନଙ୍କ ବିଷୟରେ ଇଲୀୟାସର ଯାଜକକୁ, ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ।