Numbers 32:29 — Compare Translations

5 translations compared side by side

Odia - 1840
"ପୁଣି ମାଶାେ ସମାନଙ୍କେୁ କହିଲେ, ଯଦି ଗାଦ ଗୋଷ୍ଠୀର ଓ ରୁବନେ ପରିବାରର ସୈନ୍ଯମାନେ ତୁମ୍ଭ ସହିତ ୟୁଦ୍ଧ କରିବା ପାଇଁ ଓ ଦେଶ ଅଧିକାର କରିବାକୁ ସଦାପ୍ରଭୁଙ୍କ ଆଗ ରେ ୟାଆନ୍ତି, ତବେେ ତୁମ୍ଭମାନେେ ଅଧିକାରାର୍ଥେ ସୁତ୍ର ରେ ସମାନଙ୍କେୁ ଗିଲିଯଦ ଦେଶ ଦବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୋଶା ସେମାନଙ୍କୁ କହିଲେ, ଗାଦ୍-ସନ୍ତାନଗଣର ଓ ରୁବେନ-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯେବେ ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୋଶା ସେମାନଙ୍କୁ କହିଲେ, “ଯଦି ଗାଦ୍ ଗୋଷ୍ଠୀର ଓ ରୁବେନ୍ ପରିବାରର ସୈନ୍ୟମାନେ ତୁମ୍ଭ ସହିତ ଯୁଦ୍ଧ କରିବା ପାଇଁ ଓ ଦେଶ ଅଧିକାର କରିବାକୁ ସଦାପ୍ରଭୁଙ୍କ ଆଗରେ ଯାଆନ୍ତି, ତେବେ ତୁମ୍ଭେମାନେ ଅଧିକାରାର୍ଥେ ସୁତ୍ରରେ ସେମାନଙ୍କୁ ଗିଲିୟଦ ଦେଶ ଦେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋଶା ସେମାନଙ୍କୁ କହିଲେ, “ଗାଦ୍‍-ସନ୍ତାନଗଣର ଓ ରୁବେନ୍‍-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯଦି ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ।
Odia IRV 2017 (ଓଡିଆ ବାଇବେଲ)