Numbers 32:3 — Compare Translations
5 translations compared side by side
Odia - 1840
"ସମାନେେ କହିଲେ, ତୁମ୍ଭର ଏହି ସବେକମାନଙ୍କର ବହୁ ମଷେ ଓ ଗୋରୁଗାଈ ଅଛନ୍ତି। ଯେଉଁ ସବୁ ଦେଶକୁ ସଦାପ୍ରଭୁ ଇଶ୍ରାୟେଲର ପାଇଁ ପରାସ୍ତ କରିଅଛନ୍ତି, ତାହା ଆମ୍ଭର ମଷଗେୁଡିକ ନିମନ୍ତେ ଓ ଗୋରୁଗାଈ ନିମନ୍ତେ ଉତ୍ତମ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଟାରୋତ୍ ଓ ଦୀବୋନ ଓ ଯାସେର ଓ ନିମ୍ରା ଓ ହିଷ୍ବୋନ୍ ଓ ଇଲୀୟାଲୀ ଓ ସିବମା ଓ ନବୋ ଓ ବିୟୋନ,
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହିଲେ, “ତୁମ୍ଭର ଏହି ସେବକମାନଙ୍କର ବହୁ ମେଷ ଓ ଗୋରୁଗାଈ ଅଛନ୍ତି। ଯେଉଁସବୁ ଦେଶକୁ ସଦାପ୍ରଭୁ ଇସ୍ରାଏଲ ପାଇଁ ପରାସ୍ତ କରିଅଛନ୍ତି, ତାହା ଆମ୍ଭର ମେଷଗୁଡ଼ିକ ନିମନ୍ତେ ଓ ଗୋରୁଗାଈ ନିମନ୍ତେ ଉତ୍ତମ ଅଟେ। ସେ ସବୁ ଦେଶଗୁଡ଼ିକ ହେଲେ, ଅଟାରୋତ୍, ଦୀବୋନ, ଯାସେର, ନିମ୍ରା, ହିଷ୍ବୋନ, ଇଲିୟାଲୀ, ସିବ୍ମା, ନବୋ ଓ ବିୟୋନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଅଟାରୋତ୍, ଦୀବୋନ୍, ଯାସେର, ନିମ୍ରା, ହିଷ୍ବୋନ, ଇଲୀୟାଲୀ, ସିବମା, ନବୋ ଓ ବିୟୋନ,
Odia IRV 2017 (ଓଡିଆ ବାଇବେଲ)
“ଅଟାରୋତ୍, ଦୀବୋନ୍, ଯାସେର, ନିମ୍ରା, ହିଷ୍ବୋନ, ଇଲୀୟାଲୀ, ସିବମା, ନବୋ ଓ ବିୟୋନ,