Numbers 32:30 — Compare Translations

5 translations compared side by side

Odia - 1840
"ଯଦି ସମାନଙ୍କେର ସୈନ୍ଯମାନେ ତୁମ୍ଭମାନଙ୍କ ସହିତ ନଦୀ ପାର ନହୁଅନ୍ତି, ସମାନେେ ନିଶ୍ଚଯ ତୁମ୍ଭମାନଙ୍କ ସହିତ କିଣାନ ଦେଶ ରେ ଭୂମି ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ସେମାନେ ସସଜ୍ଜ ହୋଇ ତୁମ୍ଭମାନଙ୍କ ସହିତ ପାର ନ ହେବେ, ତେବେ ସେମାନେ ତୁମ୍ଭମାନଙ୍କ ମଧ୍ୟରେ କିଣାନ ଦେଶରେ ଅଧିକାର ପାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେମାନଙ୍କର ସୈନ୍ୟମାନେ ତୁମ୍ଭମାନଙ୍କ ସହିତ ନଦୀ ପାର ନ ହୁଅନ୍ତି, ସେମାନେ ନିଶ୍ଚୟ ତୁମ୍ଭମାନଙ୍କ ସହିତ କିଣାନ ଦେଶରେ ଭୂମି ପାଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ସେମାନେ ସସଜ୍ଜ ହୋଇ ତୁମ୍ଭମାନଙ୍କ ସହିତ ପାର ନ ହେବେ, ତେବେ ସେମାନେ ତୁମ୍ଭମାନଙ୍କ ମଧ୍ୟରେ କିଣାନ ଦେଶରେ ଅଧିକାର ପାଇବେ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ସେମାନେ ସସଜ୍ଜ ହୋଇ ତୁମ୍ଭମାନଙ୍କ ସହିତ ପାର ନ ହେବେ, ତେବେ ସେମାନେ ତୁମ୍ଭମାନଙ୍କ ମଧ୍ୟରେ କିଣାନ ଦେଶରେ ଅଧିକାର ପାଇବେ।”