Numbers 32:31 — Compare Translations
5 translations compared side by side
Odia - 1840
"ତହୁଁ ଗାଦ ସନ୍ତାନଗଣ ଓ ରୁବନେ ସନ୍ତାନଗଣ ଉତ୍ତର ଦଇେ କହିଲେ, ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା ଆଜ୍ଞା ଦଇେଛନ୍ତି ତଦନୁସା ରେ ଆମ୍ଭମାନେେ କର୍ମ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଗାଦ-ସନ୍ତାନଗଣ ଓ ରୁବେନ-ସନ୍ତାନଗଣ ଉତ୍ତର ଦେଇ କହିଲେ, ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା କହିଅଛନ୍ତି, ତଦନୁସାରେ ଆମ୍ଭେମାନେ କର୍ମ କରିବୁ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଗାଦ୍ ସନ୍ତାନଗଣ ଓ ରୁବେନ୍ ସନ୍ତାନଗଣ ଉତ୍ତର ଦେଇ କହିଲେ, “ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା ଆଜ୍ଞା ଦେଇଛନ୍ତି ତଦନୁସାରେ ଆମ୍ଭେମାନେ କର୍ମ କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଗାଦ୍-ସନ୍ତାନଗଣ ଓ ରୁବେନ୍-ସନ୍ତାନଗଣ ଉତ୍ତର ଦେଇ କହିଲେ, “ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା କହିଅଛନ୍ତି, ତଦନୁସାରେ ଆମ୍ଭେମାନେ କର୍ମ କରିବୁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଗାଦ୍-ସନ୍ତାନଗଣ ଓ ରୁବେନ୍-ସନ୍ତାନଗଣ ଉତ୍ତର ଦେଇ କହିଲେ, “ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା କହିଅଛନ୍ତି, ତଦନୁସାରେ ଆମ୍ଭେମାନେ କର୍ମ କରିବୁ।