Numbers 32:33 — Compare Translations

5 translations compared side by side

Odia - 1840
"ତେଣୁ ମାଶାେ ଗାଦ ଗୋଷ୍ଠୀଗଣକୁ, ରୁବନେ ଗୋଷ୍ଠୀଗଣକୁ ଓ ଯୋଷଫେର ପୁତ୍ର ମନଃଶି ବଂଶର ଅର୍ଦ୍ଧକେକୁ ଇ ମାରେୀଯମାନଙ୍କ ରାଜା ସୀହାନରେ ରାଜ୍ଯ, ବାଶନର ରାଜା ଓଗର ରାଜ୍ଯ ଅର୍ଥାତ୍ ନିଜ ନିଜ ସୀମା ସହ ନାନା ନଗର ବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍, ଗାଦ-ସନ୍ତାନଗଣକୁ ଓ ରୁବେନ-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗର ରାଜ୍ୟ, ଅର୍ଥାତ୍, ସ୍ଵ ସ୍ଵ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ଗାଦ୍ ଗୋଷ୍ଠୀଗଣକୁ, ରୁବେନ୍ ଗୋଷ୍ଠୀଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ, ବାଶନର ରାଜା ଓ‌ଗ୍‌ର ରାଜ୍ୟ ଅର୍ଥାତ୍ ନିଜ ନିଜ ସୀମା ସହ ନାନା ନଗର ବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍‍, ଗାଦ୍‍-ସନ୍ତାନଗଣକୁ, ରୁବେନ୍‍-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗ୍‍ର ରାଜ୍ୟ, ଅର୍ଥାତ୍‍, ସ୍ୱ ସ୍ୱ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ।
Odia IRV 2017 (ଓଡିଆ ବାଇବେଲ)