Numbers 32:36 — Compare Translations
5 translations compared side by side
Odia - 1840
"ବୈତନିମ୍ରା ଓ ବୈଥାରନ୍ ନାମକ ପ୍ରାଚୀର ବେଷ୍ଟିତ ନଗର ଓ ମଷେଶାଳା ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ବୈତ୍ନିମ୍ରା ଓ ବୈଥାରନ୍ ନାମକ ପ୍ରାଚୀରବେଷ୍ଟିତ ନଗର ଓ ମେଷଶାଳା ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବୈତ୍ନିମ୍ରା ଓ ବୈଥାରନ୍ ନାମକ ପ୍ରାଚୀର ବେଷ୍ଟିତ ନଗର ଓ ମେଷଶାଳା ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବେଥ୍-ନିମ୍ରା, ବେଥ୍-ହାରଣ ନାମକ ପ୍ରାଚୀର-ବେଷ୍ଟିତ ନଗର ଓ ମେଷଶାଳା ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ବେଥ୍-ନିମ୍ରା, ବେଥ୍-ହାରଣ ନାମକ ପ୍ରାଚୀରବେଷ୍ଟିତ ନଗର ଓ ମେଷଶାଳା ନିର୍ମାଣ କଲେ।