Numbers 32:39 — Compare Translations

5 translations compared side by side

Odia - 1840
"ମାଖୀରର ଗୋଷ୍ଠୀ ମନଃଶିର ପୁତ୍ରଗଣ ଗିଲିଯଦ୍କୁ ଆକ୍ରମଣ କଲେ ଓ ଇ ମାରେୀଯମାନଙ୍କୁ ପରାସ୍ତ କଲେ ଓ ସମାନଙ୍କେର ଭୁମି ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମନଃଶିର ପୁତ୍ର ମାଖୀରର ସନ୍ତାନଗଣ ଗିଲୀୟଦକୁ ଯାଇ ତାହା ଆକ୍ରମଣ କଲେ ଓ ତନ୍ନିବାସୀ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାଖୀରର ଗୋଷ୍ଠୀ ମନଃଶିର ପୁତ୍ରଗଣ ଗିଲିୟଦଙ୍କୁ ଆକ୍ରମଣ କଲେ ଓ ଇମୋରୀୟମାନଙ୍କୁ ପରାସ୍ତ କଲେ ଓ ସେମାନଙ୍କର ଭୁମି ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମନଃଶିର ପୁତ୍ର ମାଖୀରର ସନ୍ତାନଗଣ ଗିଲୀୟଦକୁ ଯାଇ ତାହା ଆକ୍ରମଣ କଲେ ଓ ତନ୍ନିବାସୀ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମନଃଶିର ପୁତ୍ର ମାଖୀରର ସନ୍ତାନଗଣ ଗିଲୀୟଦକୁ ଯାଇ ତାହା ଆକ୍ରମଣ କଲେ ଓ ତନ୍ନିବାସୀ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କଲେ।