Numbers 32:4 — Compare Translations

4 translations compared side by side

Odia - 1840
"ସେ ସବୁ ଦେଶଗୁଡିକ ହେଲେ, ଅଟାରୋତ୍, ଦୀବୋନ, ୟା ସରେ, ନିମ୍ରା ହିଷବୋନ, ଇଲିଯାଲୀ, ସିବମା, ନବୋ ଓ ବିଯୋନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଯେସବୁ ଦେଶକୁ ସଦାପ୍ରଭୁ ଇସ୍ରାଏଲ-ମଣ୍ତଳୀ ସମ୍ମୁଖରେ ପରାସ୍ତ କରିଅଛନ୍ତି, ତାହା ପଶୁପଲ ନିମନ୍ତେ ସ୍ଥାନ ଅଟେ । ପୁଣି ତୁମ୍ଭର ଏହି ଦାସମାନଙ୍କର ପଶୁପଲ ଅଛି ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଯେଉଁସବୁ ଦେଶକୁ ସଦାପ୍ରଭୁ ଇସ୍ରାଏଲ-ମଣ୍ଡଳୀ ସମ୍ମୁଖରେ ପରାସ୍ତ କରିଅଛନ୍ତି, ତାହା ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଅଟେ। ପୁଣି, ତୁମ୍ଭର ଏହି ଦାସମାନଙ୍କର ପଶୁପଲ ଅଛି।”
Odia IRV 2017 (ଓଡିଆ ବାଇବେଲ)
ଏହି ଯେଉଁ ସବୁ ଦେଶକୁ ସଦାପ୍ରଭୁ ଇସ୍ରାଏଲ-ମଣ୍ଡଳୀ ସମ୍ମୁଖରେ ପରାସ୍ତ କରିଅଛନ୍ତି, ତାହା ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଅଟେ। ପୁଣି, ତୁମ୍ଭର ଏହି ଦାସମାନଙ୍କର ପଶୁପଲ ଅଛି।