Numbers 32:40 — Compare Translations

5 translations compared side by side

Odia - 1840
"ତହୁଁ ମାଶାେ ମନଃଶିର ପୁତ୍ର ମାଖୀରକୁ ଗିଲିଯଦ ଦେଲେ, ଆଉ ସେ ସଠାେରେ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ମନଃଶିର ପୁତ୍ର ମାଖୀରକୁ ଗିଲୀୟଦ ଦେଲେ; ଆଉ ସେ ସେଠାରେ ବାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ମୋଶା ମନଃଶିର ପୁତ୍ର ମାଖୀରକୁ ଗିଲିୟଦ ଦେଲେ, ଆଉ ସେ ସେଠାରେ ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ମନଃଶିର ପୁତ୍ର ମାଖୀରକୁ ଗିଲୀୟଦ ଦେଲେ; ଆଉ ସେ ସେଠାରେ ବାସ କଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ମନଃଶିର ପୁତ୍ର ମାଖୀରକୁ ଗିଲୀୟଦ ଦେଲେ; ଆଉ ସେ ସେଠାରେ ବାସ କଲା।