Numbers 32:41 — Compare Translations

5 translations compared side by side

Odia - 1840
"ପୁଣି ମନଃଶିର ପୁତ୍ର ୟାଯୀର ୟାଇ ସମାନଙ୍କେର ଗ୍ରାମ ସବୁ ହସ୍ତଗତ କରି ସମାନଙ୍କେ ନାମ ହବୋତ୍ ୟାଯୀର ରଖିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କ ଗ୍ରାମସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍-ଯାୟୀର (ଯାୟୀରର ଗ୍ରାମ) ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କର ଗ୍ରାମ ସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍ ଯାୟୀର ରଖିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କ ଗ୍ରାମସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍‍-ଯାୟୀର ରଖିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କ ଗ୍ରାମସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍‍-ଯାୟୀର ରଖିଲା।