Numbers 32:42 — Compare Translations
5 translations compared side by side
Odia - 1840
"ଆଉ ନୋବହ ୟାଇ କାନାତ୍ ଓ ତାହାର ନଗର ହସ୍ତଗତ କରି ଆପଣା ନାମାନୁସା ରେ ତାହାର ନାମ ନୋବହ ରଖିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ନୋବହ ଯାଇ କାନାତ୍ ଓ ତାହାର ନଗର ହସ୍ତଗତ କରି ଆପଣା ନାମାନୁସାରେ ତାହାର ନାମ ନୋବହ ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ନୋବହ ଯାଇ କାନାତ୍ ଓ ତାହାର ନଗର ହସ୍ତଗତ କରି ଆପଣା ନାମାନୁସାରେ ତାହାର ନାମ ନୋବହ ରଖିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ନୋବହ ଯାଇ କନାତ୍ ଓ ତାହାର ନଗର ହସ୍ତଗତ କରି ଆପଣା ନାମାନୁସାରେ ତାହାର ନାମ ନୋବହ ରଖିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ନୋବହ ଯାଇ କନାତ୍ ଓ ତାହାର ନଗର ହସ୍ତଗତ କରି ଆପଣା ନାମାନୁସାରେ ତାହାର ନାମ ନୋବହ ରଖିଲା।