Numbers 32:5 — Compare Translations
5 translations compared side by side
Odia - 1840
"ଯଦି ଏହା ତୁମ୍ଭକୁ ଆନନ୍ଦ ଦିଏ, ତୁମ୍ଭର ସବେକଗଣକୁ ଏହି ଦେଶ ଦିଆଯାଉ, ଆମ୍ଭମାନଙ୍କୁ ୟର୍ଦ୍ଦନ ସପୋରିକୁ ନିଆ ନଯାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆହୁରି କହିଲେ, ଆମ୍ଭେମାନେ ଯେବେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ତେବେ ତୁମ୍ଭର ଦାସଗଣକୁ ଅଧିକାରାର୍ଥେ ଏହି ଦେଶ ଦିଆଯାଉ; ଆମ୍ଭମାନଙ୍କୁ ଯର୍ଦ୍ଦନ ପାରିକି ନେଇ ଯାଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଏହା ତୁମ୍ଭକୁ ଆନନ୍ଦ ଦିଏ, ତୁମ୍ଭର ସେବକଗଣକୁ ଏହି ଦେଶ ଦିଆଯାଉ, ଆମ୍ଭମାନଙ୍କୁ ଯର୍ଦ୍ଦନ ସେପାରିକୁ ନିଆ ନ ଯାଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆହୁରି କହିଲେ, “ଆମ୍ଭେମାନେ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ତେବେ ତୁମ୍ଭର ଦାସଗଣକୁ ଅଧିକାରାର୍ଥେ ଏହି ଦେଶ ଦିଆଯାଉ; ଆମ୍ଭମାନଙ୍କୁ ଯର୍ଦ୍ଦନ ପାରିକୁ ନେଇଯାଅ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆହୁରି କହିଲେ, “ଆମ୍ଭେମାନେ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ତେବେ ତୁମ୍ଭର ଦାସଗଣକୁ ଅଧିକାରାର୍ଥେ ଏହି ଦେଶ ଦିଆଯାଉ; ଆମ୍ଭମାନଙ୍କୁ ଯର୍ଦ୍ଦନ ପାରିକୁ ନେଇ ଯାଅ ନାହିଁ।”