Numbers 32:6 — Compare Translations

5 translations compared side by side

Odia - 1840
"ମାଶାେ ଗାଦ ଓ ରୁବନରେ ପରିବାରବର୍ଗକୁ କହିଲେ, ତୁମ୍ଭମାନଙ୍କର ଭାଇମାନେ ୟୁଦ୍ଧ କରିବାକୁ ଯାଉଛନ୍ତି, ତୁମ୍ଭମାନେେ କ'ଣ ଏଠା ରେ ରହିବା ଉଚିତ୍?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ମୋଶା ଗାଦର ସନ୍ତାନଗଣକୁ ଓ ରୁବେନର ସନ୍ତାନଗଣକୁ କହିଲେ, ତୁମ୍ଭମାନଙ୍କର ଭାଇମାନେ ଯୁଦ୍ଧ କରିବାକୁ ଯିବେ, ଆଉ ତୁମ୍ଭେମାନେ କି ଏଠାରେ ବସି ରହିବ?
Odia Bible ERV 2004 (ପବିତ୍ର ବାଇବଲ)
ମୋଶା, ଗାଦ୍ ଓ ରୁବେ‌ନ୍‌ର ପରିବାରବର୍ଗକୁ କହିଲେ, “ତୁମ୍ଭମାନଙ୍କର ଭାଇମାନେ ଯୁଦ୍ଧ କରିବାକୁ ଯାଉଛନ୍ତି, ତୁମ୍ଭେମାନେ କ’ଣ ଏଠାରେ ରହିବା ଉଚିତ୍?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମୋଶା ଗାଦ୍‍ର ସନ୍ତାନଗଣକୁ ଓ ରୁବେନ୍‍ର ସନ୍ତାନଗଣକୁ କହିଲେ, “ତୁମ୍ଭମାନଙ୍କର ଭାଇମାନେ ଯୁଦ୍ଧ କରିବାକୁ ଯିବେ, ଆଉ ତୁମ୍ଭେମାନେ କି ଏଠାରେ ବସି ରହିବ?
Odia IRV 2017 (ଓଡିଆ ବାଇବେଲ)
ଏଥିରେ ମୋଶା ଗାଦ୍‍ର ସନ୍ତାନଗଣକୁ ଓ ରୁବେନ୍‍ର ସନ୍ତାନଗଣକୁ କହିଲେ, “ତୁମ୍ଭମାନଙ୍କର ଭାଇମାନେ ଯୁଦ୍ଧ କରିବାକୁ ଯିବେ, ଆଉ ତୁମ୍ଭେମାନେ କି ଏଠାରେ ବସି ରହିବ?