Numbers 32:7 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଇଶ୍ରାୟେଲର ଲୋକମାନଙ୍କୁ ଯେଉଁ ଦେଶ ଦଇେଅଛନ୍ତି, ନଦୀ ପାର ହାଇେ ସେ ଦେଶକୁ ୟିବାପାଇଁ ତୁମ୍ଭମାନେେ କାହିଁକି ସମାନଙ୍କେୁ ନରୁତ୍ସାହିତ କରୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କିହେତୁ ସେମାନଙ୍କ ମନକୁ ସାହସହୀନ କରୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲର ଲୋକମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ନଦୀ ପାର ହୋଇ ସେ ଦେଶକୁ ଯିବା ପାଇଁ ତୁମ୍ଭେମାନେ କାହିଁକି ସେମାନଙ୍କୁ ନିରୁତ୍ସାହିତ କରୁଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କାହିଁକି ସେମାନଙ୍କ ମନକୁ ସାହସହୀନ କରୁଅଛ?
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କାହିଁକି ସେମାନଙ୍କ ମନକୁ ସାହସହୀନ କରୁଅଛ?