Numbers 32:8 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ ବର୍ଣଯଠାରୁେ ସହେି ଦେଶ ଦେଖିବାକୁ ପଠାଇବା ବେଳେ ସମାନେେ ଏହିରୂପେ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ବେଳେ ସେମାନେ ଏହିରୂପେ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ବେଳେ ସେମାନେ ଏହିରୂପେ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ସମୟରେ ସେମାନେ ଏହିରୂପେ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ସମୟରେ ସେମାନେ ଏହିରୂପେ କରିଥିଲେ।