Numbers 32:9 — Compare Translations

5 translations compared side by side

Odia - 1840
"କାରଣ ସମାନେେ ଇଷ୍କୋଲ ଉପତ୍ୟକା ପର୍ୟ୍ଯନ୍ତ ଗମନ କରି ଦେଶ ଦେଖିଲେ ଓ ସଦାପ୍ରଭୁଙ୍କ ଦତ୍ତ ଦେଶକୁ ୟିବା ପାଇଁ ଇଶ୍ରାୟେଲ ଲୋକମାନଙ୍କର ମନକୁ ନିରୁତ୍ସାହିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ମନକୁ ସାହସହୀନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେମାନେ ଇଷ୍କୋଲ ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖିଲେ ଓ ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ ଲୋକମାନଙ୍କର ମନକୁ ନିରୁତ୍ସାହିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ମନକୁ ସାହସହୀନ କଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ ସନ୍ତାନଗଣର ମନକୁ ସାହସହୀନ କଲେ।