Numbers 33:1 — Compare Translations

5 translations compared side by side

Odia - 1840
"ମାଶାେ ଓ ହାରୋଣ ଇଶ୍ରାୟେଲର ଲୋକମାନଙ୍କୁ ମିଶର ଦେଶରୁ ବାହାର କରି ଆଣି ଯେଉଁ ୟାତ୍ରା କରିଥିଲେ, ତାହାର ବିବିରଣ ଏହି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନଗଣ ମୋଶା ଓ ହାରୋଣଙ୍କର ହସ୍ତାଧୀନ ହୋଇ ଆପଣା ଆପଣା ସୈନ୍ୟଶ୍ରେଣୀ କ୍ରମେ ମିସର ଦେଶରୁ ବାହାରି ଆସିବା ବେଳେ ଯେଉଁ ଯାତ୍ରା କରିଥିଲେ, ତହିଁର ବିବରଣ ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟଙ୍କର ମିଶରରୁ ଯାତ୍ରା ମୋଶା ଓ ହାରୋଣ ଇସ୍ରାଏଲର ଲୋକମାନଙ୍କୁ ମିଶର ଦେଶରୁ ବାହାର କରି ଆଣି ଯେଉଁ ଯାତ୍ରା କରିଥିଲେ, ତାହାର ବିବିରଣ ଏହି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ-ସନ୍ତାନଗଣ ମୋଶା ଓ ହାରୋଣଙ୍କର ହସ୍ତାଧୀନ ହୋଇ ଆପଣା ଆପଣା ସୈନ୍ୟଶ୍ରେଣୀ କ୍ରମେ ମିସର ଦେଶରୁ ବାହାରି ଆସିବା ସମୟରେ ଯେଉଁ ଯାତ୍ରା କରିଥିଲେ, ତହିଁର ବିବରଣ ଏହି।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ସନ୍ତାନଗଣ ମୋଶା ଓ ହାରୋଣଙ୍କର ହସ୍ତାଧୀନ ହୋଇ ଆପଣା ଆପଣା ସୈନ୍ୟଶ୍ରେଣୀ କ୍ରମେ ମିସର ଦେଶରୁ ବାହାରି ଆସିବା ସମୟରେ ଯେଉଁ ଯାତ୍ରା କରିଥିଲେ, ତହିଁର ବିବରଣ ଏହି।