Numbers 33:10 — Compare Translations

5 translations compared side by side

Odia - 1840
"ତହୁଁ ସମାନେେ ଏଲୀମରୁ ୟାତ୍ରାକରି ସୂଫ ସମୁଦ୍ର ନିକଟରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଏଲୀମରୁ ଯାତ୍ରା କରି ସୂଫ ସମୁଦ୍ର ନିକଟରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସେମାନେ ଏଲୀମରୁ ଯାତ୍ରା କରି ସୂଫସାଗର ନିକଟରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଏଲୀମରୁ ଯାତ୍ରା କରି ସୂଫ ସାଗର ନିକଟରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ଏଲୀମରୁ ଯାତ୍ରା କରି ସୂଫ ସାଗର ନିକଟରେ ଛାଉଣି ସ୍ଥାପନ କଲେ।