Numbers 33:11 — Compare Translations

5 translations compared side by side

Odia - 1840
"ପୁଣି ସମାନେେ ସୂଫ ସମୁଦ୍ର ନିକଟରୁ ୟାତ୍ରା କରି ସୀନ୍ ମରୁଭୂମିରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ସୂଫ ସମୁଦ୍ର ନିକଟରୁ ଯାତ୍ରା କରି ସୀନ୍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ସୂଫସାଗର ନିକଟରୁ ଯାତ୍ରା କରି ସୀନ୍ ମରୁଭୂମିରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ସୂଫ ସାଗର ନିକଟରୁ ଯାତ୍ରା କରି ସୀନ୍‍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ସୂଫ ସାଗର ନିକଟରୁ ଯାତ୍ରା କରି ସୀନ୍‍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ।