Numbers 33:12 — Compare Translations
5 translations compared side by side
Odia - 1840
"ପୁଣି ସମାନେେ ସୀନ୍ ମରୁଭୂମିରୁ ୟାତ୍ରା କଲେ ଓ ଦପ୍କା ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ଦପ୍କାରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ସୀନ୍ ମରୁଭୂମିରୁ ଯାତ୍ରା କଲେ ଓ ଦପ୍କାରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ଦପ୍କାରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ସୀନ୍ ପ୍ରାନ୍ତରରୁ ଯାତ୍ରା କରି ଦପ୍କାରେ ଛାଉଣି ସ୍ଥାପନ କଲେ।